ମାଟ୍ରିକ୍‌ ପାସ୍ ହାର ୯୫ ଦଶମିକ ୩୩ %

ମାଟ୍ରିକ୍‌ ପାସ୍ ହାର ୯୫ ଦଶମିକ ୩୩ %-ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ରେଜଲ୍ଟ-ଚଳିତ ବର୍ଷ ପାସ୍ ହାର ୯୫.୩୩ ପ୍ରତିଶତ-୫ ଲକ୍ଷ ୧୯ ହଜାର ୨୫୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ-A1ରେ ୨୪୫୬ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ-A2ରେ ୧୫,୬୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ-B1ରେ ୪୩,୫୬୫ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ-B2ରେ ୮୬,୧୦୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ-Cରେ ୧,୨୯,୮୧୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ-Dରେ ୧,୪୬,୧୫୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ-Eରେ ୯୫,୪୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ

Leave a Reply

Your email address will not be published. Required fields are marked *