ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ହେବାକୁ ଥିବା ଉପନିର୍ବାଚନ ପାଇଁ ବିଜେପି ହାସିରାଣୀ ରଥଙ୍କୁ ପ୍ରାର୍ଥୀ କରିଛି

ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ହେବାକୁ ଥିବା ଉପନିର୍ବାଚନ ପାଇଁ ବିଜେପି ହାସିରାଣୀ ରଥଙ୍କୁ ପ୍ରାର୍ଥୀ କରିଛି…..ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ମୃତ ବ୍ୟକ୍ତିଗତ ସହାୟକ (PA) ଚନ୍ଦ୍ରନାଥ ରଥଙ୍କ ମା’……..ବିଜେପି ମଙ୍ଗଳବାର ନନ୍ଦୀଗ୍ରାମ ସମେତ ରେଜିନଗର ଆସନ ପାଇଁ ମଧ୍ୟ ପ୍ରାର୍ଥୀ ଘୋଷଣା କରିଛି……ରେଜିନଗରରୁ ଦଳ ଶଖାରାଓ ସରକାରଙ୍କୁ ପ୍ରାର୍ଥୀ କରିଛି…….

Leave a Reply

Your email address will not be published. Required fields are marked *