ଜନତା ଦଳ ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ
ଆଜି ସତ୍ୟବାଦୀ ବ୍ଲକ କେତିକିପାଟଣା ପଞ୍ଚାୟତରେ ବିଜୁ ଜନତା ଦଳ ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି।

ଏହି କର୍ମୀ ସମ୍ମିଳନୀ ରେ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ଯୋଗ ଦେଇ ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ଯୋଜନାର ସଫଳ ବାର୍ତ୍ତାକୁ ଜନସାଧାରଣଙ୍କ ପାଖରେ ପହଞ୍ଚେଇବା ସହିତ ଯୋଡ଼ିଶଙ୍ଖ ରେ ଆର୍ଶୀବାଦ କରିବା ପାଇଁ ନିବେଦନ କରିଛନ୍ତି।
