ଅକ୍ଟୋବର_ସୁଦ୍ଧା_SI_ପରୀକ୍ଷା

ଅକ୍ଟୋବର_ସୁଦ୍ଧା_SI_ପରୀକ୍ଷା- #OUSSSC-ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ SI ପରୀକ୍ଷା -ସୂଚନା ଦେଲେ OUSSSC ଅଧ୍ୟକ୍ଷ ରଶ୍ମି ରଞ୍ଜନ ସ୍ୱାଇଁ-ପ୍ରଶ୍ନପତ୍ର ଲିକ୍ ପାଇଁ ବଞ୍ଚିତ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ-ବୟସ ଗଡ଼ି ଯାଇଥିଲେ ବି ପରୀକ୍ଷା ଦେଇ ପାରିବେ-ଆବେଦନକାରୀଙ୍କ ସଂଖ୍ୟାରେ ମଧ୍ୟ ପରିବର୍ତ୍ତନ ହେବନି-ପରୀକ୍ଷା ପାଟର୍ଣ୍ଣ, ସିଲାବସ୍‌ରେ କୌଣସି ପ୍ରକାର ପରିବର୍ତ୍ତନ ହେବନି-ତ୍ରୁଟିଶୂନ୍ୟ ପରୀକ୍ଷା କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ

Leave a Reply

Your email address will not be published. Required fields are marked *