ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ରାଜ୍ୟପାଳ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ରାଜ୍ୟପାଳ lଓଡିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;‘‘ଓଡିଶାର ରାଜ୍ୟପାଳ @DrHariBabuK ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି।’’

Leave a Reply

Your email address will not be published. Required fields are marked *