ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ l ଓଡ଼ିଶା ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ଗୋଟିଏ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି:‘‘ଓଡ଼ିଶାର ରାଜ୍ୟପାଳ @DrHariBabuK ପ୍ରଧାନମନ୍ତ୍ରୀ @narendramodiଙ୍କୁ ସାକ୍ଷାତ କରିଛନ୍ତି ।

Leave a Reply

Your email address will not be published. Required fields are marked *