ସଡ଼କ ଦୁର୍ଘଟଣାରେ ଜଣେ ମୃତ ଓ ଜଣେ ଗୁରୁତର
ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ୧୬ ନମ୍ବର ଜାତୀୟ ରାଜପଥର ତ୍ରିଶଳପୁର ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ମୃତ ଓ ଜଣେ ଗୁରୁତର | ମୃତକ ଜଣକ ମାର୍କୋଣା ଅଞ୍ଚଳର ବୋଲି ସୂଚନା |ଭଦ୍ରକ ରୁ ପୁନିଲ କୁମାର ସାମନ୍ତ ଙ୍କ ରିପୋର୍ଟ