Main Story

Editor’s Picks

Trending Story

ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣୀ ଶିବିର କାର୍ଯ୍ୟକ୍ରମ*

*ଭଦ୍ରକ: ୧୦.୧୧.୨୦୨୫ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ପଞ୍ଚାୟତ ସମିତି କାର୍ଯ୍ୟାଳୟ, ଚାନ୍ଦବାଲି ଠାରେ ଅନୁଷ୍ଠିତ ହୋଇଯାଇଅଛି । ଜିଲ୍ଲାପାଳ…

ନନ୍ଦାହାଣ୍ଡି ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର ( ) ୧୦/୧୧/୨୦୨୫ ନନ୍ଦାହାଣ୍ଡି ବ୍ଳକ ର ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ଃ ମହେଶ୍ଵର ସ୍ୱାଇଁ ଏବଂ…

ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନମିଲେଟ୍‌

ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ‘ମାଣ୍ଡିଆ ଦିବସ’ରେ ଯୋଗଦେବେ ଶ୍ରୀ ଚୌହାନପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଯୋଜନା, ଡାଲି ମିଶନ…

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରୌପ୍ୟ ଜୟନ୍ତୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ୮,୧୪୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେଉତ୍ତରାଖଣ୍ଡ ନିର୍ମାଣ ପାଇଁ…

ଉଦାସ ଆଶ୍ରମରେ ସ୍ୱାମୀ ଯଜ୍ଞେଶ୍ୱରାନନ୍ଦ ମହାରାଜଙ୍କର ପ୍ରଥମ ବାର୍ଷିକ ଉତ୍ସବ ପାଳିତ!

ବଡ଼ଚଣା-୦୯/୧୧/୨୫ :ଯାଜପୁର ଜିଲ୍ଲା ଛତିଆ ସୋଲର ସ୍ଥିତ ଉଦାସ ଆଶ୍ରମ ପରିସରରେ ଆଶ୍ରମର ପ୍ରତିଷ୍ଠାତା ସ୍ୱାମୀ ଯଜ୍ଞେଶ୍ୱରାନନ୍ଦ ମହାରାଜାଙ୍କ ବ୍ରହ୍ମଲିନ…