ପ୍ରଦୀପ ହୋତା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ-
ପ୍ରଦୀପ ହୋତା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ-ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ରଙ୍କ ବଦଳି-ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି-ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି-ସମ୍ବଲପୁର CDMO ପ୍ରଦୀପ ହୋତାଙ୍କୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଦାୟିତ୍ବ-ମହେଶ ମୋହନ ପଣ୍ଡା ହେଲେ ସ୍ବାସ୍ଥ୍ୟ ସେବା ନିର୍ଦ୍ଦେଶକ
