ଅଗଷ୍ଟ_୩ରୁ_୫_ରାଷ୍ଟ୍ରପତିଙ୍କ_ଓଡ଼ିଶା_ଗସ୍ତ

ଅଗଷ୍ଟ_୩ରୁ_୫_ରାଷ୍ଟ୍ରପତିଙ୍କ_ଓଡ଼ିଶା_ଗସ୍ତ-ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି-ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗ ନେବେ-ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରସ୍ତୁତ ଖସଡ଼ା କାର୍ଯ୍ୟସୂଚୀ ରାଜ୍ୟ ସରକାରଙ୍କୁ ପ୍ରଦାନ -ଗସ୍ତ ପୂର୍ବରୁ ସମସ୍ତ ପ୍ରସ୍ତୁତି ସମ୍ପୂର୍ଣ୍ଣ କରି ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ l

Leave a Reply

Your email address will not be published. Required fields are marked *