ସାମ୍ବାଦିକ ସମ୍ମିଳନୀରେ ଅନୁଷ୍ଠିତ

ଆଜି ବ୍ରହ୍ମପୁର ଠାରେ ଅପରାହ୍ନ ଘ.୫ : ୦୦ ସମୟରେ ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଡ଼ଃ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ଘଟଣାକୁ ନେଇ ବ୍ରହ୍ମପୁର ପୁରୁଣା ବସଷ୍ଟାଣ୍ଡ ସ୍ଥିତ ହୋଟେଲ୍ ଜ୍ୟୋତି ରେସିଡେନ୍ସି ସମ୍ମିଳନୀ କକ୍ଷରେ ସାମ୍ବାଦିକ ସମ୍ମିଳନୀରେ ଅନୁଷ୍ଠିତ ହୋଇଯାଉଛି | ଏହି ଅବସରରେ ବ୍ରହ୍ମପୁର ଲୋକସଭା କ୍ଷେତ୍ର ସଂଯୋଜକ ସରୋଜ ସାବତ, ଗୋପାଳପୁର ବିଧାନସଭା ପ୍ରାର୍ଥୀ ବିଭୂତି ଭୂଷଣ ଜେନା,ବ୍ରହ୍ମପୁର ବିଧାନସଭା ପ୍ରାର୍ଥୀ କେ.ଅନିଲ କୁମାର,ଚିକିଟି ବିଧାନସଭା ପ୍ରାର୍ଥୀ ମନୋରଞ୍ଜନ ଦ୍ୟାନସାମନ୍ତରା,ଛତ୍ରପୁର ବିଧାନସଭା ପ୍ରାର୍ଥୀ କୃଷ୍ଣ ଚନ୍ଦ୍ର ନାୟକ, ବରିଷ୍ଠ ଓକିଲ ପିତବାସ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ଯଦି ଆଗକୁ ହିଂସା ହୁଏ ତାହେଲେ ବିଜେପି ରାଜରାସ୍ତାକୁ ଓହ୍ଲାଇବ ବୋଲି ସୂଚନା ଦେଇଛନ୍ତି

Leave a Reply

Your email address will not be published. Required fields are marked *