କ୍ୟାବିନେଟ୍ ବୈଠକ ସମ୍ପର୍କିତ ପ୍ରେସ ବିବୃତ୍ତି
ତା. ୧୦.୧୦.୨୦୨୫ ରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ସମ୍ପର୍କିତ ପ୍ରେସ ବିବୃତ୍ତିଭୁବନେଶ୍ୱର ୧୦ ସେପ୍ଟେମ୍ବର ୨୦୨୫ ଆଜି ରାଜ୍ୟ କ୍ୟାବିନେଟର ୨୮ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ । କ୍ୟାବିନେଟ ବୈଠକରେ ମୋଟ ୧୦ ଟି ବିଭିନ୍ନ ବିଭାଗର ୧୫ ଟି ପ୍ରସ୍ତାବ ଆଗତ ପୂର୍ବକ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା l ସେଥିରୁ ଗୋଟିଏ ସପ୍ତଦଶ ବିଧାନସଭା ୪ର୍ଥ ଅଧିବେଶନ ର ସତ୍ରାବସାନ ସମ୍ପର୍କିତ ଥିଲା l ପଠାଣି ରାଉତମୁଖ୍ୟ ଶାସନ ସଚିବଙ୍କ ଲୋକ ସଂପର୍କ ଅଧିକାରୀ
