ଘରୋଇ ସ୍କୁଲ୍ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ
-ଘରୋଇ ସ୍କୁଲ୍ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ-ଏପରି ଚେତାବନୀ ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ-ସବୁ ଘରୋଇ ସ୍କୁଲ୍ ସରକାରୀ ନିୟମ ମାନିବା ଜରୁରୀ-ଭିନ୍ନ ଭିନ୍ନ ପବ୍ଲିକେସନ୍ ପୁସ୍ତକ ପଢ଼ାଯାଉଥିବା ନେଇ ରଖିଲେ ମତ-ଏନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହେବ-ଯଦି କୌଣସି ସ୍କୁଲ୍ ବିରୋଧରେ ଅଭିଯୋଗ ଆସିବ କାର୍ଯ୍ୟାନୁଷ୍ଠାନ
