ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଜନ ଅଭିଯୋଗ ଶୁଣାଣି l

ନଭେମ୍ବର ୨୪ ତାରିଖରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଜନ ଅଭିଯୋଗ ଶୁଣାଣି l ଆସନ୍ତା କାଲି ସୋମବାର ସକାଳ ୧୦. ୩୦ ସମୟରୁ ଭୁବନେଶ୍ୱର ୟୁନିଟ ୨ ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ମୁଖ୍ୟମନ୍ତ୍ରୀ ଜନଶୁଣାଣି କରିବେ l ଗତ ସେପ୍ଟେମ୍ବର ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ କରିଥିଲେ, ଏହି ଶୁଣାଣି ସେମାନଙ୍କ ପାଇଁ ଉଦ୍ଦିଷ୍ଟ l ସେମାନଙ୍କୁ ଆଉ ପୁନଃ ପଞ୍ଜୀକରଣର ଆବଶ୍ୟକତା ନାହିଁ l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା l ପଠାଣି ରାଉତଲୋକ ସମ୍ପର୍କ ଅଧିକାରୀ

Leave a Reply

Your email address will not be published. Required fields are marked *