ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ-ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ-୬ଟି ସ୍ଥାନରେ ଏକକାଳୀନ ରେଡ୍‌ କରୁଛି ଭିଜିଲାନ୍ସ-ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ ଯାଜପୁରରେ ରେଡ୍ କରୁଛି ଭିଜିଲାନ୍ସ l

Leave a Reply

Your email address will not be published. Required fields are marked *