ବଢ଼ିବ_ବର୍ଷାର_ପରିମାଣ
ବଢ଼ିବ_ବର୍ଷାର_ପରିମାଣ-ସକ୍ରିୟ ଲଘୁଚାପ ପ୍ରଭାବରେ ଆଜିଠୁ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା -୩ରୁ ୪ ଦିନ ମଧ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା -ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବା ସହ ଜଳମଗ୍ନ ସ୍ଥିତି ଉପୁଜିବା ସମ୍ଭାବନା -କିଛି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି, ରାଜ୍ୟରେ ତୁହାକୁତୁହା ଲାଗିରହିଛି ବର୍ଷା -୨୪ ଘଣ୍ଟା ପାଇଁ ଭୀଷଣ ବର୍ଷା ନେଇ କୋରାପୁଟ ଓ ମାଲକାନଗିରିକୁ ରେଡ୍ ଆଲର୍ଟ -ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ-ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର-ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କନ୍ଧମାଳ, ବୌଦ୍ଧକୁ ୟେଲୋ ୱାର୍ଣ୍ଣିଂ -ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, ବାଲେଶ୍ବର ଓ ମୟୂରଭଞ୍ଜ ୟେଲୋ ୱାର୍ଣ୍ଣିଂ
