୬୩ ତମ ଗୃହରକ୍ଷୀ ଦିବସ ରିଜର୍ଭ ପୋଲିସ ପଡ଼ିଆ ଠାରେ ଅନୁଷ୍ଠିତ ହୋଇଯାଇଛି
୬୩ ତମ ଗୃହରକ୍ଷୀ ଦିବସ ରିଜର୍ଭ ପୋଲିସ ପଡ଼ିଆ ଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଭଦ୍ରକ ଏସପି ମନୋଜ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ। ଗୃହରକ୍ଷୀ ର ବରିଷ୍ଠ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ତ୍ବରାନ୍ବିତ କରିଥିଲେ।ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଡିଆଇବି ର ଅଧିକାରୀ ଅଂଶୁ ମାନ ତ୍ରୀବେଦୀ ସିଟି ଡିଏସପି ସମ୍ବିତ ମାଝି। ବହୁ ବରିଷ୍ଠ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ ସଫଳ କରାଇଥିଲେ। ଅଗ୍ନିଶମ ବାହିନୀ ଉପସ୍ଥିତ ଥିଲେ।ଅବସର କାଳୀନ ଗୃହରକ୍ଷୀ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ଭଦ୍ରକ ରୁ ପୁନିଲ କୁମାର ସାମନ୍ତ ଙ୍କ ରିପୋର୍ଟ ଭଦ୍ରକ।
