ବରିଷ୍ଠ_IAS_ସ୍ତରରେ_ଅଦଳବଦଳ
#ବରିଷ୍ଠ_IAS_ସ୍ତରରେ_ଅଦଳବଦଳ-୪ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ-ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗର OSD ଦାୟିତ୍ୱ -ଗିରିଶ ଏସ୍.ଏନ୍ଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ସଚିବ ଦାୟିତ୍ୱ-ଅଶ୍ୱଥୀ ଏସ୍ଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି-ଅଶ୍ୱଥୀ ଏସ୍ SITI-Odishaର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ

ତୁଲାଇବେ-କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ରୂପା ମିଶ୍ରଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ସଚିବ ଦାୟିତ୍ୱ ମିଳିଲା-ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
