କ୍ରୀଡା ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ଅନ୍ତର୍ଗତ ଓଡସିଂହ ଉଚ୍ଚ ମଧ୍ୟମିକ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଜନାବ ରିୟାସତ ଅଲ୍ଲୀ ଖାନଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିବା ଏହି ସଭାରେ ବିଦ୍ୟାଳୟର ଅଧ୍ୟକ୍ଷାଙ୍କ ସମେତ ସମସ୍ତ ଅଧ୍ୟାପକ, କର୍ମଚାରୀ, ଛାତ୍ରଛାତ୍ରୀ ଏବଂ ପୁରାତନ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ।ଏହି ଅବସରରେ ଶ୍ରୀଯୁକ୍ତ ଖାନଙ୍କୁ ପୁଷ୍ପଗୁଛ, ମାନପତ୍ର ଓ ଉପଢୌକନ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା।

Leave a Reply

Your email address will not be published. Required fields are marked *