ସଞ୍ଜୟ କୁମାର ଦାସ ବର୍ମାଙ୍କ ବ୍ରହ୍ମଗିରି ଗସ୍ତ

ତା: ୨୦/୧୧/୨୦୨୧ ରିଖ ସକାଳ ୧୦ଟା.୩୦ ମିନିଟ୍ ସମୟରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ବ୍ଲକ ଶିଆଣ୍ଡି ପଞ୍ଚାୟତ ଗୋପାଳପୁରୁ ଗ୍ରାମର ଅଗ୍ନି ବିପନ୍ନ ପରିବାର ପଞ୍ଚାନନ ପଲେଇଙ୍କୁ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସ ବର୍ମା ଭେଟି ଆଶ୍ଵସନା ଦେବା ସହିତ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେଇଛନ୍ତି। ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ କୃଷ୍ଣପ୍ରସାଦ ବ୍ଳକ ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ଲକ୍ଷ୍ମୀ ସାହୁ, ଉପାଧ୍ୟକ୍ଷ ପ୍ରଫୁଲ୍ଲ ଚନ୍ଦ୍ର ଜେନା, ସମିତି ସଭ୍ୟ ବିଜୟ କୁମାର ତରେଇ ଓ କୃଷ୍ଣପ୍ରସାଦ ବ୍ଲକ ତହସିଲଦାର ଉଲ୍ଲାସ ଚନ୍ଦ୍ର ସେଠୀ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *