ପଞ୍ଚାୟତ ନିର୍ବାଚନ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ-୨୦୨୭

ପଞ୍ଚାୟତ ନିର୍ବାଚନ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ-୨୦୨୭ । ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି-ଆସନ ସଂରକ୍ଷଣ ପାଇଁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି-ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟଙ୍କ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ-ଜିଲ୍ଲା ପରିଷଦ ସଦସ୍ୟଙ୍କ ପାଇଁ ମଧ୍ୟ ସିଟ୍ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ-ଏପ୍ରିଲ ୨୦୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡ଼ାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

Leave a Reply

Your email address will not be published. Required fields are marked *