ତେତିଶି ପ୍ରତିଶତ ସଂରକ୍ଷଣ ପ୍ରସଙ୍ଗରେ ଅଧିବେଶନ: ମନ୍ତ୍ରୀ-ବିଜେଡି ବିଧାୟକ ଅରୁଣ ସାହୁଙ୍କୁ କାଉଣ୍ଟର କଲେ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ୍-ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩% ସଂରକ୍ଷଣକୁ ବିରୋଧ କଲେ-ସେ ବିଷୟରେ ଆଲୋଚନା ପାଇଁ ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି-ମହିଳାଙ୍କୁ ଯେଉଁ ଦେଶ ଓ ରାଜ୍ୟ ଅଗ୍ରାଧିକାର ଦେଉଛି ସେ ଦେଶ ସେତେ ଆଗୁଆ-କିନ୍ତୁ ପ୍ରଧାନମନ୍ତ୍ରୀଙ୍କ ପଦକ୍ଷେପକୁ ବିରୋଧୀମାନେ ବିରୋଧ କଲେ, ତାହା ନିନ୍ଦନୀୟ-ବିଜେଡି ତାଙ୍କ ସମୟରେ ମହିଳାଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଥିଲା-ଗାଁକୁ କାମ ମା’କୁ ସମ୍ମାନ କହୁଥିଲେ, କିନ୍ତୁ ମହିଳାଙ୍କୁ ନିର୍ଯାତନା ଦିଆଯାଉଥିଲା-ସେମାନେ କରିପାରିନଥିଲେ, ବିଜେପି କରୁଥିବାରୁ ସହି ପାରୁ ନାହାନ୍ତି l
