ଓଡ଼ିଶାରେ ସାନ୍ତାଳି ଭାଷା, ସାହିତ୍ୟ ଓ ସଂସ୍କୃତିର. ପ୍ରଚାରପ୍ରସାର ସହିତ ଏହାକୁ ସଂସ୍ଥାଗତ ରୂପ ଦେବାରେ ଉଲ୍ଲେଖନୀୟ ଅବଦାନ

ଶ୍ରୀ ଚରଣ ହେମ୍ବ୍ରମ ଜଣେ ସାନ୍ତାଳି (ଅଲ ଚିକି) ଶିକ୍ଷାବିତ୍ ତଥା ସାଂସ୍କୃତିକ କର୍ମୀ, ଯିଏ ଓଡ଼ିଶାରେ ସାନ୍ତାଳି ଭାଷା, ସାହିତ୍ୟ ଓ ସଂସ୍କୃତିର. ପ୍ରଚାରପ୍ରସାର ସହିତ ଏହାକୁ ସଂସ୍ଥାଗତ ରୂପ ଦେବାରେ ଉଲ୍ଲେଖନୀୟ ଅବଦାନ ରଖିଛନ୍ତି। ଶ୍ରୀ ହେମ୍ବ୍ରମ ୧୯୯୨ ରୁ ୨୦୦୪ ପର୍ଯ୍ୟନ୍ତ ଏଏସଇସିଏ (ଓ), ରାଇରଙ୍ଗପୁର ଅଧୀନରେ ଓଡ଼ିଶାର ସାନ୍ତାଳୀ ଶିକ୍ଷା ବୋର୍ଡର ସଚିବ ଭାବରେ କାର୍ଯ୍ୟ କରିଛନ୍ତି । ନିଜର କାର୍ଯ୍ୟକାଳ ମଧ୍ୟରେ ସେ ସାନ୍ତାଳି ଶିକ୍ଷାରେ ଏକ ପରିବର୍ତ୍ତନକାରୀ ଭୂମିକା ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୨୩ ଜୁନ୍ ୨୦୨୬ରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେବାକୁ ଥିବା ନାଗରିକ ସମ୍ବର୍ଦ୍ଧନା ସମାରୋହ-IIରେ ଶ୍ରୀ ଚରଣ ହେମ୍ବ୍ରମଙ୍କୁ ୨୦୨୬ ବର୍ଷ ପାଇଁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବେ।

Leave a Reply

Your email address will not be published. Required fields are marked *