ଜନଗଣନା_ଅଧିକାରୀଙ୍କ_ପାଇଁ_SOP

#ଜନଗଣନା_ଅଧିକାରୀଙ୍କ_ପାଇଁ_SOP-ପ୍ରଥମ ପର୍ଯ୍ୟାୟ ଜନଗଣନା-୨୦୨୭ ପାଇଁ ରାଜସ୍ବ ବିଭାଗର SOP-ଏନେଇ ସବୁ ଜିଲ୍ଲାପାଳ/ଏସ୍‌ପି/ ମ୍ୟୁନିସପାଲ୍‌ କମିଶନରଙ୍କୁ ଚିଠି-ନିୟୋଜିତ ଅଧିକାରୀ ଏବଂ କର୍ମଚାରୀମାନଙ୍କ ସୁରକ୍ଷା ପାଇଁ ପଦକ୍ଷେପ-ଗଣନାକାରୀ/ପର୍ଯ୍ୟବେକ୍ଷକ ସର୍ବଦା ସରକାରୀ ପରିଚୟପତ୍ର ପିନ୍ଧିବା ଜରୁରୀ-ଫିଲ୍ଡରେ ସେମାନଙ୍କୁ ନିଯୁକ୍ତି ପତ୍ର ମଧ୍ୟ ପାଖରେ ରଖିବାକୁ ପରାମର୍ଶ-ଯଦି କେହି ଧମକ ଚମକ ଦିଅନ୍ତି ତାହେଲେ E&S ହସ୍ତକ୍ଷେପ କରିବେ-ଦରକାର ପଡ଼ିଲେ ତୁରନ୍ତ ସ୍ଥାନ ଛାଡ଼ି ପରେ ସୁରକ୍ଷା ଭିତରେ ପୁଣି ଯିବେ-E&S ର ନାମ ଏବଂ ଯୋଗାଯୋଗ ବିବରଣୀ ସମ୍ପୃକ୍ତ ଥାନାକୁ ସୁଚିତ କରିବେ-ଚିହ୍ନଟ ହୋଇଥିବା ସମ୍ବେଦନଶୀଳ ଅଞ୍ଚଳରେ ଜଣେ ପୋଲିସ କର୍ମଚାରୀ ଯିବେ-ଜନଗଣନାକୁ ଯିବା ବେଳେ ସ୍ଥାନୀୟ ମୁରବୀମାନଙ୍କ ସହଯୋଗ ନେଇପାରିବେ-ବାଧା ସୃଷ୍ଟି କଲେ ୧୯୪୮ ଜନଗଣନା ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ-ଦୋଷୀ ସାବ୍ୟସ୍ତ ହେଲେ ଜରିମାନା, ଏପରିକି ୩ ବର୍ଷ ପର୍ଯ୍ୟନ୍ତ ଜେଲ୍

Leave a Reply

Your email address will not be published. Required fields are marked *