ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପୋଲିସର ସ୍ୱତନ୍ତ୍ର ନାକା ଯାଞ୍ଚ
ପୁରୀ, ୨୯.୧୦.୨୦୨୬ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା, ବେଆଇନ କାର୍ଯ୍ୟକଳାପ ରୋକିବା ଏବଂ ଜିଲ୍ଲାରେ ଆଇନଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ପୁରୀ ପୋଲିସ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ନାକା ଯାଞ୍ଚ କରାଯାଉଛି।

ଏହି ଯାଞ୍ଚ ସମୟରେ ସନ୍ଦେହଜନକ ବ୍ୟକ୍ତି ଓ ଯାନବାହନ ଉପରେ କଡ଼ା ନଜର ରଖାଯିବା ସହ ଆବଶ୍ୟକ ଯାଞ୍ଚ କରାଯାଉଛି। ଅପରାଧ ନିୟନ୍ତ୍ରଣ ଏବଂ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପକ୍ଷରୁ ନିୟମିତ ନଜରଦାରୀ ଓ ଯାଞ୍ଚ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଉଛି।ଜନସାଧାରଣଙ୍କ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁରୀ ପୋଲିସ ସର୍ବଦା ପ୍ରତିବଦ୍ଧ।
