ସୁଗମ ଯାତ୍ରା ସୁନିଶ୍ଚିତ କରିବା ପାଇଁ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ଅବଧି

ସୁଗମ ଯାତ୍ରା ସୁନିଶ୍ଚିତ କରିବା ପାଇଁ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ଅବଧି ବୃଦ୍ଧିଭାରତୀୟ ରେଳବାଇ ନିମ୍ନଲିଖିତ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ସମୟ, ରହଣି ଏବଂ ସଂରଚନାକୁ ବଜାୟ ରଖିବା ସହ ପରିଚାଳନା ଅବଧି ବୃଦ୍ଧି କରିଛି ଏହା ଦ୍ଵାରା ଯାତ୍ରୀଙ୍କ ବର୍ଦ୍ଧିତ ଚାହିଦା ପୂରଣ ହେବା ସହ ନିରନ୍ତର ଯାତ୍ରା ସୁବିଧା ଯୋଗାଇବରେ ବିଶେଷ ସହାୟକ ହେବ :ଟ୍ରେନ ନମ୍ବର ୦୮୦୧୧/୦୮୦୧୨ ଭଞ୍ଜପୁର-ପୁରୀ-ଭଞ୍ଜପୁର ସ୍ୱତନ୍ତ୍ର:ଭଞ୍ଜପୁରରୁ ୨୭ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ବଢ଼ାଯାଇଛିପୁରୀରୁ ୨୮ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ବଢ଼ାଯାଇଛିଟ୍ରେନ ନମ୍ବର ୦୨୮୩୯/୦୨୮୪୦ ଶାଲିମାର-ପୁରୀ-ଶାଲିମାର ସ୍ୱତନ୍ତ୍ର:ଶାଲିମାରରୁ ୨୮ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ବଢ଼ାଯାଇଛିପୁରୀରୁ ୨୯ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ବଢ଼ାଯାଇଛିଯାତ୍ରୀମାନଙ୍କୁ ଏହି ସମ୍ପ୍ରସାରଣକୁ ଧ୍ୟାନ ଦେବାକୁ ଏବଂ ସେହି ଅନୁସାରେ ଯାତ୍ରା ଯୋଜନା କରିବାକୁ ପରାମର୍ଶ ଦିଆଯାଉଛି।

Leave a Reply

Your email address will not be published. Required fields are marked *