ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ
ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ନିର୍ମଳ ଭାବମୂର୍ତ୍ତି ଓ ନୀତି, ଆଦର୍ଶରେ ଅନୁପ୍ରାଣିତ ହୋଇ ସତ୍ୟବାଦୀ ନିର୍ବାଚନ

ମଣ୍ଡଳୀ ବିଧାୟକ ପ୍ରାର୍ଥୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମାଙ୍କ ଉପରେ ଆସ୍ଥା ପ୍ରକଟ କରି ସତ୍ୟବାଦୀ ବ୍ଲକ ସାରଙ୍ଗଯୋଡ଼ି ପଞ୍ଚାୟତର କଂଗ୍ରେସ ସମର୍ଥିତ ପୂର୍ବତନ ସରପଞ୍ଚ ବସନ୍ତ କୁମାର ସ୍ଵାଇଁଙ୍କ ନେତୃତ୍ଵରେ 30 ଗୋଟି ପରିବାର ଜାତୀୟ କଂଗ୍ରେସ ପାର୍ଟି ପରିତ୍ୟାଗ କରି ଆଜି ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗଦାନ କରିଛନ୍ତି।
