ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ରୋକିବା ଉଦ୍ଦେଶ୍ୟରେ ଯୋଗାଣ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ

ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ରୋକିବା ଉଦ୍ଦେଶ୍ୟରେ ଯୋଗାଣ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି…..ରାଜ୍ୟର ଏଯାବତ ୨୧୩୬ଟି ସ୍ଥାନରେ ଯାଞ୍ଚ କରାଯାଇ ୪୬୯୧ ସିଲିଣ୍ଡର ଜବତ କରାଯାଇଛି……କଳାବଜାରୀ ଓ ବେଆଇନ୍ ସିଲିଣ୍ଡର ଗଚ୍ଛିତ ରଖିଥିବା ଅଭିଯୋଗରେ ୫ ଜଣଙ୍କୁ ଗିରଫ କରାଯାଇଛି……

Leave a Reply

Your email address will not be published. Required fields are marked *