ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଓ ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତରେ ମୁଁ ଗଭୀର ଶୋକ ପ୍ରକାଶ କରୁଛି।ତାଙ୍କର ବିୟୋଗ ବିଜୁ ଜନତା ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଲୋକଙ୍କ ପ୍ରଗତି ଓ ଉନ୍ନତି କ୍ଷେତ୍ରରେ କରିଯାଇଥିବା କାର୍ଯ୍ୟ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବେ। ଅମର ଆତ୍ମାର ସଦଗତି କାମନା କରୁଛି।

ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା

ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ (ମୁଖ୍ୟାଳୟ), ମୁଖପାତ୍ର ବିଜୁ ଜନତା ଦଳ ଓଡ଼ିଶା

Leave a Reply

Your email address will not be published. Required fields are marked *