ଡ଼ାକବଙ୍ଗଳା ଗୃହର ଶୁଭ ଭିତ୍ତିପ୍ରସ୍ତର

ଆଜି କୃଷ୍ଣପ୍ରସାଦ ବ୍ଲକ ବଡ଼ଅଁଳ ଠାରେ ପୂର୍ତ୍ତ ବିଭାଗ ଦ୍ଵାରା ନୂତନ ଡ଼ାକବଙ୍ଗଳା ଗୃହର ଶୁଭ ଭିତ୍ତିପ୍ରସ୍ତର ମୁଖ୍ୟ ଅତିଥି ଭାବେ ଖଣି ଓ ଇସ୍ପାତ, ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କରକମଳରେ ସମାହିତ ହୋଇଛି। ଏହି କାର୍ଯ୍ୟକ୍ରମ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସ ବର୍ମାଙ୍କ ଦ୍ଵାରା ପରିଚାଳିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ କୃଷ୍ଣ ପ୍ରସାଦ ବ୍ଲକ ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ଲକ୍ଷ୍ମୀଧର ସାହୁ, ଜିଲ୍ଲା ପରିଷଦ ସଦସ୍ୟା ପ୍ରଭାତୀ ପ୍ରଧାନ ଓ କୃଷ୍ଣ ପ୍ରସାଦ ବ୍ଲକ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *