ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି ଇସ୍ରାଏଲର ପ୍ରଧାନମନ୍ତ୍ରୀ

📞ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ |📞ଉଭୟ ନେତା ଭାରତ-ଇସ୍ରାଏଲ ବିଶେଷ କୌଶଳଗତ ସହଭାଗିତାର ଅଗ୍ରଗତିର ସମୀକ୍ଷା କରିବା ସହ ପଶ୍ଚିମ ଏସିଆର ସାମ୍ପ୍ରତିକ ପରିସ୍ଥିତି ନେଇ ଆଲୋଚନା କରିଛନ୍ତି |

Leave a Reply

Your email address will not be published. Required fields are marked *