ମା ପାଇଁ ଗଛ ଟିଏ ‘ କାର୍ଯ୍ୟକ୍ରମ ।

ଫୁଲବାଣୀ ୦୭/୦୮/୨୦୨୫ ଚକାପାଦ ବ୍ଲକ ଶଙ୍କରାଖୋଲ ପଞ୍ଚାୟତ ବାସିଆମ୍ବା ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ଠାରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହାକୁ ସ୍କୁଲ ର ପ୍ରଧାନ ଶିକ୍ଷକ ସନାତନ ପ୍ରଧାନ ଙ୍କ ଦ୍ଵାରା ହୋଇଥିବା ବେଳେ ଶିକ୍ଷୟିତ୍ରୀ ମମତାରାଣୀ କହଁର,ବିଦ୍ୟାଳୟ ପରିଚଳନା କମିଟି ସଭାପତି ପ୍ରଶାନ୍ତ କହଁର, ୱାର୍ଡ ମେମ୍ବର ପ୍ରକାଶ କହଁର ଯୋଗଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ଗ୍ରାମ ର ଅଭିଭାବକ ଓ ଛାତ୍ର ଛାତ୍ରୀ ଉପସ୍ଥିତ ରହି ସମସ୍ତେ ମିଶି ଗୋଟିଏ ଗୋଟିଏ ଗଛ ଲଗାଇବା କୁ ଶିକ୍ଷକ ପରାମର୍ଶ ଦେଇଥିଲେ।

Leave a Reply

Your email address will not be published. Required fields are marked *