ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୬(ବ୍ୟୁରୋ)/ ନୂଆଦିଲ୍ଲୀ: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ରବିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାରେ ଗୁରତର ଓ ଆହତଙ୍କୁ ସେ ଭେଟିବେ। ସେ ପ୍ରଥରେ ଭୁବନେଶ୍ୱରସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିବା ଆହତଙ୍କୁ ଭେଟିବେ।  ଚିକିତ୍ସା ନେଇ ଅଧିକାରୀଙ୍କ ସହ  ଆଲୋଚନା କରିବେ। ସେଠାରୁ କଟକ ବଡ଼ ମେଡିକାଲଯାଇ ସେଠାରେ ଭର୍ତ୍ତି ହୋଇଥିବା ଆହାତଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବେ।

Leave a Reply

Your email address will not be published. Required fields are marked *