ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ ମହାବିରୋଡ଼ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲଙ୍କ ଫାଣ୍ଡି ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ



କାମାକ୍ଷାନଗର:୦୨-୧୧- ଆୟ ବହିର୍ଭୁତ ସମ୍ପତି ଠୁଳ ନେଇ ମାମଲାରେ ମହାବିରୋଡ଼ ଫାଣ୍ଡି ପୋଲିସ ଏସଆଇ ସମରେନ୍ଦ୍ର ସାମଲଙ୍କ ଘରେ ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି ।ଢେ଼ଙ୍କାନାଳ ଓ କଟକ ଭିଜିଲାନ୍ସ ବିଭାଗ ତରଫରୁ ଚଢ଼ାଉ ।ମହାବୀରରୋଡ଼ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲଙ୍କ ଘରେ ଏହି ଚଢଉ ହୋଇଛି । ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇ ଆସୁଥିଲା । ତାଙ୍କ ବାସଭବନ ସମେତ ୫ଟି ସ୍ଥାନରେ ଟିମ୍ ତଲାସୀ କରୁଛି ।

ରିପୋର୍ଟର-ପ୍ରକାଶ କୁମାର ପାତ୍ର।

Leave a Reply

Your email address will not be published. Required fields are marked *