କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ ତାଙ୍କ ଧର୍ମପତ୍ନୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ

କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ ତାଙ୍କ ଧର୍ମପତ୍ନୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ଓ ଆର୍ଶୀବାଦ ନେଇଛନ୍ତି। ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସ୍ୱାଗତ କରାଯାଇଥିଲା। କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ପୁରୀ ସାଂସଦ ଡକ୍ଟର ସମ୍ବିତ ପାତ୍ର ମଧ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି

Leave a Reply

Your email address will not be published. Required fields are marked *