ଜିଲ୍ଲା ସ୍ତରୀୟ ଦିବାରାତ୍ର ଭଲି ବଲ ଟୁର୍ଣ୍ଣଆମେଣ୍ଟ ଉଦଘାଟିତ

ଜଗତସିଂହପୁର ସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ଠାରେ ଜିଲ୍ଲା କ୍ରୀଡା ସାଂସଦ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଦିବାରାତ୍ର ଭଲି ବଲ ଟୁର୍ଣ୍ଣଆମେଣ୍ଟ ଉଦଘାଟିତ ହୋଇ ଯାଇଛି । ମୁଖ୍ୟ ଅତିଥି ଭାବରେ ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ସମ୍ପାଦକ ଦୋଳଗୋବିନ୍ଦ ଦାଶ, ଜିଲ୍ଲା କ୍ରୀଡା ଅଧିକାରୀ ବିଶ୍ବବିଜୟିନୀ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ଏହି ଜିଲ୍ଲା ସ୍ତରୀୟ ଦିବାରାତ୍ର ଭଲି ବଲ ଟୁର୍ଣ୍ଣଆମେଣ୍ଟ ଉଦଘାଟିତ କରିଥିଲେ । ଏହି ଟୁର୍ଣ୍ଣଆମେଣ୍ଟ ରେ ଜିଲ୍ଲା ର 8ଟି ଟିମ ଯୋଗ ଥିବା କ୍ରୀଡା ବିଭାଗ ପକ୍ଷରୁ କୁହାଯାଇଛି ।

ଜଗତସିଂହପୁରରୁ ରୀତା ସାହୁ

Leave a Reply

Your email address will not be published. Required fields are marked *